ଜାତୀୟ ଖବର ଆସାମରେ ପ୍ରାୟ ୬୫୦୦ କୋଟିର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସାମର ଦରାଙ୍ଗରେ ପ୍ରାୟ ୬୫୦୦ କୋଟି ଟଙ୍କାର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ…