ଆଜିର ଖବର ଦାମୀ ଗାଡ଼ିରେ କରୁଥିଲେ ଗଞ୍ଜେଇ ଚୋରା ଚାଲାଣ, ଧରିଲା ଟାଙ୍ଗୀ ପୋଲିସ, ଦୁଇ ମହିଳାଙ୍କ ସମେତ ୬ ଗିରଫ ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଦାମୀ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଟାଙ୍ଗୀ ପୋଲିସ ଧରିବାରେ ସଫଳ ହୋଇଛି। ଚାଲାଣକାରୀମାନେ ନୂଆ ଉପାୟରେ ଗଞ୍ଜେଇ ଚାଲାଣ…