ଆଞ୍ଚଳିକ ବାଲୁଗାଁ: ଆସନ୍ତାକାଲି ଠାରୁ ଦୀନବନ୍ଧୁଙ୍କ ସ୍ମୃତିରେ କ୍ରିକେଟ ଓ ଭଲିବଲ ଟୁର୍ଣ୍ଣାମେଣ୍ଟ ସୀତାରାମ ଅଗ୍ରୱାଲ ବାଲୁଗାଁ: ଆସନ୍ତାକାଲି (୨୭ ତାରିଖ, ମଙ୍ଗଳବାର) ଠାରୁ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଗୋପୀନାଥପୁର ଗ୍ରାମରେ ଏକ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବାକୁ…