ଆଜିର ଖବର ଦୁର୍ଦ୍ଧାନ୍ତ ଅପରାଧୀ ଦୁନିଆ ସାହୁ ହତ୍ୟା ଘଟଣା: ଗିରଫ ହେଲେ ୫ ଅଭିଯୁକ୍ତ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦୁର୍ଦ୍ଧାନ୍ତ ଅପରାଧୀ ଦୁନିଆ ସାହୁ ହତ୍ୟା ଘଟଣାରେ ବ୍ରହ୍ମପୁର ସଦର ଥାନା ପୁଲିସକୁ ମିଳିଛି ସଫଳତା। ଏହି ଘଟଣାରେ ପୁଲିସ ୫…