ରାଜ୍ୟ ଖବର ଦୁର୍ନୀତିଗ୍ରସ୍ତ, ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ, ୯ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା…