ରାଜ୍ୟ ଖବର ଦୁଷ୍କର୍ମରେ ଓଡିଶା ପାଲଟିଲା ମଣିପୁର, ରାଜ୍ୟ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍ ଭୁବନେଶ୍ୱର: ଓଡିଶାରେ କ୍ରମବର୍ଦ୍ଧିଷ୍ଣୁ ଲଜ୍ୟାଜନକ ଦୁଷ୍କର୍ମ ଘଟଣା ଗୁଡିକରେ ଯୋଡିହୋଇଛି ପୁଣି ଏକ ଚାଞ୍ଚଲ୍ୟକର ଗଣଦୁଷ୍କର୍ମ। ପୁରୀ ବାଲିହରଚଣ୍ଡୀ ପର୍ଯ୍ୟଟନ ସ୍ଥଳରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ…