ଦୁଷ୍କର୍ମ ମାମଲାରେ ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ବର: ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବା ପରେ ଶେଷରେ କଂଗ୍ରେସରୁ ନିଲମ୍ବନ ହୋଇଛନ୍ତି ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ। ଆଜି ଏ ନେଇ ଅଖିଳ ଭାରତ…