ଦୂରଦର୍ଶୀ ବକ୍ତୃତା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ସିଏସ୍ଆଇଆର୍- ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଏମଏମଟି) ର ୬୨ତମ ପ୍ରତିଷ୍ଠା ଦିବସ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି।…