ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ

ନୂଆଦିଲ୍ଲୀ: ଜି-୨୦ ରାଷ୍ଟ୍ର ସମୂହର ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗଭୀର କୃତଜ୍ଞତା ଓ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।…