ଆଜିର ଖବର ଦେବୀ ନଦୀ ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁଲେ ଯୁବକ ଜଗତସିଂହପୁର: ଦେବୀ ନଦୀ ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁପଡ଼ିଲେ ଜଣେ ଯୁବକ। ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅଞ୍ଚଳର ଶିଖର ଘାଟ ନିକଟରେ ଘଟିଛି…