ଆଜିର ଖବର ‘ସମାଜ’ର ୧୦୪ ତମ ପୂର୍ତ୍ତି ଉତ୍ସବରେ ଯୋଗ ଦେଲେ ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ଭୁବନେଶ୍ବର: ଓଡ଼ିଶାର ପ୍ରମୁଖ ଦୈନିକ ସମ୍ବାଦପତ୍ର ‘ସମାଜ’ର ୧୦୪ ତମ ପୂର୍ତ୍ତି ଉତ୍ସବ କଟକର ଶାରଳା ଭବନଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଛତିଶଗଡ଼…