ଆଜିର ଖବର ଟାଙ୍ଗୀ: ଵିଦ୍ୟୁତ୍ ଆଘାତରେ ଦନ୍ତା ହାତୀର ମୃତ୍ୟୁ ସୀତାରାମ ଅଗ୍ରୱାଲ ଟାଙ୍ଗୀ: ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। ଵିଦ୍ୟୁତ୍ ଆଘାତରେ ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଖୋର୍ଦ୍ଧା ବନ ଖଣ୍ଡ ଟାଙ୍ଗୀ…