ଆଜିର ଖବର ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ରେଳବାଇର ଧନବାଦ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ ଭିତ୍ତିଭୂମି ଆଧୁନିକୀକରଣ କାର୍ଯ୍ୟ ଚାଲୁଥିବାରୁ, ପୂର୍ବ ତଟ ରେଳପଥ ଦେଇ ଚଳାଚଳ କରୁଥିବା କେତେକ ଟ୍ରେନ…