ଆଜିର ଖବର ଶ୍ରୀମନ୍ଦିରରେ ଭେଜାଲ ଘିଅ କାରବାର? ଜବତ ଘଟଣା ପରେ ଉଠିଲା ବଡ଼ ପ୍ରଶ୍ନ ପୁରୀ: ସାଢେ ଚାରିକୋଟି ଓଡ଼ିଆଙ୍କ ଆସ୍ଥା ଓ ବିଶ୍ୱାସର କେନ୍ଦ୍ର ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ମହାପ୍ରସାଦର ଶୁଦ୍ଧତାକୁ ନେଇ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି । ରୋଷଘରରେ…