ଆଞ୍ଚଳିକ ବାଲୁଗାଁ: ସଡ଼କ ଦୁର୍ଘଟଣାରେ ନନ୍ଦପୁର ଗ୍ରାମର ଯୁବକ ମୃତ ସୀତାରାମ ଅଗ୍ରୱାଲ ବାଲୁଗାଁ: ଗତକାଲି ବିଳମ୍ବିତ ରାତ୍ରିରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଖଡ଼ିକାପଲ୍ଲୀ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣା ଘଟିଛି।…