ଆଜିର ଖବର ଆଇଆଇଏମସି ଢେଙ୍କାନାଳ ପରିଦର୍ଶନ କରି ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ର ସୂଚନା ଓ ପ୍ରସାରଣ ସଚିବ ଢେଙ୍କାନାଳ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ସଂଜୟ ଜାଜୁ ଆଜି ଢେଙ୍କାନାଳସ୍ଥିତ ଭାରତୀୟ ଜନ ସଂଚାର ସଂସ୍ଥାନ (ଆଇଆଇଏମସି) କ୍ୟାମ୍ପସ ପରିଦର୍ଶନରେ ଆସି ଏହାର…