ନବୀନ ପଟ୍ଟନାୟକଙ୍କ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଲିଙ୍ଗରାଜ ମନ୍ଦିର ସନ୍ନିକଟ…