ଅପରାଧ ନାବାଳିକା ଛାତ୍ରୀଙ୍କୁ ଅପହରଣ ଘଟଣା: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ବାଣପୁର ପୋଲିସ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳର ନାବାଳିକା ଛାତ୍ରୀଙ୍କୁ ଅପହରଣ ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ସୂଚନା ମୁତାବକ ଗତକାଲି ବାଣପୁର ଥାନା…