ନାମାଞ୍ଜୁର ହେଲା ଇସ୍ତଫା

ମୁମ୍ବାଇ: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) କମିଟି ଶରଦ ପାୱାରଙ୍କ ଇସ୍ତଫାକୁ ନାମାଞ୍ଜୁର କରିଛି। ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ପଟେଲ ଏହି…