ଆଜିର ଖବର ଅପରାଜିତା ଷଡଙ୍ଗୀଙ୍କ ନିଖୋଜ ପୋଷ୍ଟର ମାରିବା ଘଟଣା: ଗିରଫ ହେଲେ ସାଂସଦଙ୍କ ଦୁଇ ବିଶ୍ଵସ୍ତ ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନିଖୋଜ ପୋଷ୍ଟର ମାରି ଦୁଇଜଣ ଗିରଫ ହୋଇଥିବା ସୂଚନା ରହିଛି। ଅପରାଜିତାଙ୍କ ଘନିଷ୍ଠ ଥିବା ଦୁଇ ଜଣ ଗିରଫ ହୋଇଥିବା…