ଆଜିର ଖବର ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ ନୂଆଦିଲ୍ଲୀ: ଜାତୀୟ ମାନବାଧିକାର କମିଶନ (ଏନଏଚଆରସି), ଏକ ଗଣମାଧ୍ୟମ ରିପୋର୍ଟକୁ ସ୍ୱତଃପ୍ରବୃତ୍ତ ଭାବେ ଗ୍ରହଣ କରି ଏଥିରେ ଦର୍ଶାଯାଇଛି ଯେ, ବିହାରରେ ୨୦୧୩ ମସିହାରୁ ପ୍ରତିବର୍ଷ ପଞ୍ଜିକୃତ…