ନିର୍ବାଚନ2024

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ୫୦ ପ୍ରତିଶତରୁ ଅଧିକ ଭୋଟ ପାଇବାକୁ ଲକ୍ଷ୍ୟ ରଖିଥିବା ବିଜେପି ଏଥର ନୂଆ ରଣନୀତି ପ୍ରସ୍ତୁତ କରିବାକୁ ଯାଉଛି । କ୍ରମାଗତ ତୃତୀୟ…

ନୂଆଦିଲ୍ଲୀ: ଏକ ଦେଶ ଗୋଟିଏ ନିର୍ବାଚନ ଉପରେ ବିଚାର କରୁଥିବା ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ଆଇନ…

ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନକୁ ନେଇ ଆଲୋଚନା ବଢ଼ିବାରେ ଲାଗିଛି। ଏଥିପାଇଁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବିଜେପି ହ୍ୟାଟ୍ରିକ୍ କରି…

ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନରେ ବିଜେପି ‘ମୋଦି ଗ୍ୟାରେଣ୍ଟି’କୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ କରିବାକୁ ଯାଉଛି। ଦିଲ୍ଲୀରେ ବିଜେପି କର୍ମକର୍ତ୍ତାଙ୍କ ଦୁଇଦିନିଆ ବୈଠକ…

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ନେତୃତ୍ୱାଧୀନ ଦଳ ଜାନୁଆରୀ ଦ୍ୱିତୀୟ ସପ୍ତାହରୁ ଭାରତ ଯୋଡ଼ୋ ଯାତ୍ରାର ଦ୍ୱିତୀୟ ଭାଗ ଆରମ୍ଭ କରିବ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ନୂଆଦିଲ୍ଲୀ: କଂଗ୍ରେସ ଦଳରେ ନିଯୁକ୍ତ ହୋଇଥିବା ୧୨ ଜଣ ନୂଆ ସାଧାରଣ ସମ୍ପାଦକଙ୍କ ମଧ୍ୟରୁ ଅନ୍ୟାନ୍ୟ ପଛୁଆ ବର୍ଗର ମାତ୍ର ଜଣେ ନେତାଙ୍କୁ ସ୍ଥାନ ମିଳିଛି। କଂଗ୍ରେସ…

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ-୨୦୨୪ ପାଇଁ ସବୁ ଛୋଟ ବଡ଼ ରାଜନୈତିକ ଦଳ ନିଜର ନିର୍ବାଚନ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଇଛନ୍ତି। ବିରୋଧୀ ଦଳଗୁଡ଼ିକର ଇଣ୍ଡି…

ନୂଆଦିଲ୍ଲୀ: ନିକଟରେ କଂଗ୍ରେସ ଇଣ୍ଡି ମେଣ୍ଟର ଦଳମାନଙ୍କ ସହ ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆସନ ବୁଝାମଣା ନେଇ ଏକ ୫ ଜଣିଆ ଜାତୀୟ ମେଣ୍ଟ କମିଟି…

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ମିଶନ ମୋଡରେ ପ୍ରସ୍ତୁତି ଆରମ୍ଭ କରିଛି । ଏଥିପାଇଁ ସମ୍ପୂର୍ଣ୍ଣ ଶକ୍ତି ପ୍ରୟୋଗ କରିବାକୁ…

ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି (ବିଜେପି)…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ବିରୋଧୀ ଇଣ୍ଡି ମେଣ୍ଟ ଡିସେମ୍ବର ୧୯ରେ ଦିଲ୍ଲୀରେ ଚତୁର୍ଥ ବୈଠକରେ ସମସ୍ତ ପ୍ରସଙ୍ଗରେ ଆଲୋଚନା କରିଥିଲେ ମଧ୍ୟ ବିରୋଧୀ…

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ଓ ରାଜସ୍ଥାନ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ବିଜେପି ମୁଖ୍ୟମନ୍ତ୍ରୀ ପଦ ପାଇଁ ନୂଆ ଚେହେରାଙ୍କୁ ସୁଯୋଗ ଦେଇଛି । ମଧ୍ୟପ୍ରଦେଶରେ ୪ଥର…

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଦେଶର ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସବୁ ଦଳ ନିଜ ନିଜ ଅନୁଯାୟୀ ରଣନୀତି ପ୍ରସ୍ତୁତ କରି…

ଭୁବନେଶ୍ବର: ଓଡିଶାରେ ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଅଫିସର ସ୍ତରରେ ଏକ ବଡ ଧରଣର ଅଦଳବଦଳ ହେବ। ଏ ନେଇ ଭାରତ ନିର୍ବାଚନ କମିଶନର…

ଭୁବନେଶ୍ୱର: କୃଷ୍ଣପ୍ରସାଦ, ପୁରୀ ସଦର ଓ ବ୍ରହ୍ମଗିରି ବ୍ଲକର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେପିର ପୂର୍ବତନ ଯୁବ ମୋର୍ଚ୍ଚା…

ଭୁବନେଶ୍ବର: ଗତକାଲି ଭୁବନେଶ୍ବରରେ ଆୟୋଜିତ ଜନସଂପର୍କ ପଦ ଯାତ୍ରାରେ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଅଡୁଆରେ ପକାଇ ଦେଲେ ମନ୍ତ୍ରୀ ଅଶୋକ ପଣ୍ଡା। କାରଣ ସେ ଏକ…

ଭୁବନେଶ୍ୱର: ନିକଟରେ ଅନୁଷ୍ଠିତ ହୋଇଥିବା ୫ଟି ରାଜ୍ୟର ନିର୍ବାଚନରୁ ୩ଟିରେ ବିଜେପି ବିଜୟ ଲାଭ କରି ମନୋବଳ ବୃଦ୍ଧି କରିଛି। ଆଗାମୀ ସାଧାରଣ ନିର୍ବାଚନରେ ବିଜେପି ଦେଶରୁ…

ଭୁବନେଶ୍ବର: କେନ୍ଦ୍ରମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରେ ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶାର ୨୦୨୪ ନିର୍ବାଚନ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି। ଯାହାକୁ ନେଇ…

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ଭାରତ ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର…

ଭୁବନେଶ୍ବର: ବର୍ତ୍ତମାନ ଯେଉଁ ବିଧାୟକମାନେ ଆଉ ନିର୍ବାଚନ ଲଢିବେ ନାହିଁ ସେମାନେ ବର୍ତ୍ତମାନ ତାଙ୍କ ପୁଅଙ୍କୁ ଆଗକୁ ଆଣିବାରେ ଲାଗିଛନ୍ତି। ନିକଟରେ ଭୋଗରାଇ ବିଧାୟକ ଅନନ୍ତ ଦାସ…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରସ୍ତୁତି ଚଳାଇଥିବା ବିଜେପି ଏକାସାଙ୍ଗରେ ଅନେକ ଫର୍ମୁଲା ଉପରେ କାମ କରୁଛି। ବର୍ତ୍ତମାନର ସାଂସଦଙ୍କ ଟିକେଟ କାଟିବାଠାରୁ ଆରମ୍ଭ କରି…