ଜାତୀୟ ଖବର ମାଇକ୍ରୋ ଫାଇନାନ୍ସ କଂପାନୀରୁ ଋଣ ନେଇଥିବା ବ୍ୟକ୍ତିଙ୍କ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ଘୋଷଣା ନୂଆଦିଲ୍ଲୀ, ଗତକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ କରୋନା ମୁକାବିଲା ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି। ସେଥିରେ ସେ ମାଇକ୍ରୋ ଋଣ ଗ୍ରହୀତାଙ୍କ ସହାୟତା ପାଇଁ ଏକ ନୂଆ…