ଆଜିର ଖବର ସୋଆ ଯୁକ୍ତଦୁଇ ମହାବିଦ୍ୟାଳୟରେ ନିଶା ମୁକ୍ତ ପ୍ରତିଜ୍ଞା ଅଭିଯାନ କର୍ମଶାଳା ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ନିଶା ମୁକ୍ତ ଭାରତ ଅଭିଯାନ ଅଧୀନରେ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଗତ ୬ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ…