ଆଜିର ଖବର ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ ଖୋରଧା: ଖୋରଧା ରୋଟାରୀ କ୍ଲବ ଦ୍ୱାରା ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ବରିଷ୍ଠ ନାଗରିକ ମଞ୍ଚ ସଭାଗୃହରେ ଆୟୋଜିତ ହୋଇଥିଲା। ଅପଥଲୋଜିଷ୍ଟ ଦେବବ୍ରତ ଶ୍ରୀଚନ୍ଦନ ୩୪ ଜଣ…