ଅନ୍ତରାଷ୍ଟ୍ରୀୟ ତିନି ମିନିଟ୍ରେ ୨୦୪ ଥର ନିଷ୍ଟାଇକ୍ କରି ପାକିସ୍ତାନ ରେକର୍ଡ଼ ଭାଙ୍ଗିଲେ ଓଡ଼ିଆପୁଅ ସଚିନ ଭୁବନେଶ୍ୱର: ଭାରତର ନିଷ୍ଟାଇକର ଭାବରେ ସୁପରିଚିତ ସଚିନ ବେହେରା ଗିନିଜ ବୁକରେ ଆଉ ଏକ ନୂତନ ରେକର୍ଡ଼ ସ୍ଥାପନ କରି ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛନ୍ତି।…