ବିଶେଷ ଖବର ତାଳଚେର ମେଡ଼ିକାଲ କଲେଜକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତି ସ୍ୱାଗତଯୋଗ୍ୟ: ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ/ଭୁବନେଶ୍ୱର: ତାଳଚେର ସ୍ଥିତ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଏଣ୍ଡ୍ ରିସର୍ଚ୍ଚ(ମିମସାର)କୁ ଓଡ଼ିଶା ସରକାର ଓ ମହାନଦୀ କୋଲଡ ଫିଲ୍ଡ(ଏମସିଏଲ) ସମନ୍ୱୟ ରକ୍ଷା କରି ଯଥାଶୀଘ୍ର…