ରାଜ୍ୟ ଖବର ଭାରତୀୟ ରେଳପଥର ବଡ଼ ନିଷ୍ପତ୍ତି: ଏବେ ନିୟମିତ ଚଳାଚଳ କରିବ ପୁରୀ–କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସ ଭୁବନେଶ୍ୱର: ଓଡ଼ିଶାରେ ରେଳ ସଂଯୋଗକୁ ଆହୁରି ସୁଦୃଢ଼ କରିବା ଦିଗରେ ଭାରତୀୟ ରେଳପଥ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଗତ ୦୬ ଜୁଲାଇ ୨୦୨୬ ତାରିଖରେ…