ନୂଆ ଏସପି

ଭୁବନେଶ୍ବର: ଓଡ଼ିଶାର ୩ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ପ୍ରଦାନ କରାଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ସ୍ବୀକୃତି ପରେ ଏହି ନିଯୁକ୍ତି ପ୍ରଦାନ କରାଯାଇଛି।…