ଆଜିର ଖବର କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: କଳା ଏବଂ ସଂସ୍କୃତି ଯେକୌଣସି ସମାଜର ଆତ୍ମା। ଏହା ଦ୍ବାରା ଆମର ଚିନ୍ତାଧାରା, ଆମର ସଂଘର୍ଷ, ଆମର ଆଶା ଏବଂ ଆମର ସ୍ୱପ୍ନକୁ ପ୍ରତିଫଳିତ ହୋଇଥାଏ…