ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି

ଭୁବନେଶ୍ୱର: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ।…