Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୫୭୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୫୭୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୬୩ ହଜାର ୪୯୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୮୨୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୫୦ ହଜାର ୬୮୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫୫ ହଜାର ୯୮୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୬ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୭୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୭୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୨, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୪୯  ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୬୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯ ଲକ୍ଷ ୧୬ ହଜାର ୫୮୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୭୩୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୨୧ ହଜାର ୨୨୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୯ ହଜାର ୬୩୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୪୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୬୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୭୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫, ମାଲକାନାଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୩, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୬, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୨୦୩ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୨୦୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୬୭ ହଜାର ୭୩୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୪୭୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୩୦ ହଜାର ୮୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୮୪ ହଜାର ୧୮୨  ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୮୪୯ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୮୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୫୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୫୪ ହଜାର ୫୩୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୯୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୧୬ ହଜାର ୭୮୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୮୪ ହଜାର ୪୦୮  ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୨୫୬ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୨୫୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୫୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୩୯ ହଜାର ୬୮୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୧୮୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୮୩୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୮୫ ହଜାର ୬୬୨  ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୫୪୫ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୫୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୨୫ ହଜାର ୪୨୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୮୩ ହଜାର ୭୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୮୮ ହଜାର ୬୮୮  ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୨୨୩ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୨୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୫୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୧୦ ହଜାର ୮୮୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୮୬୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୬୫ ହଜାର ୭୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୯୨ ହଜାର ୩୦୮  ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୮୨୩ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୮୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୯୫ ହଜାର ୬୬୦ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୧୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୪୫ ହଜାର ୭୪୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୯୭ ହଜାର ୨୦୧  ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୮୧ ହଜାର ୮୩୭ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୫୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୨୮ ହଜାର ୭୫୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୫୨୮  ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୭୮୮ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୭୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୪୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୭୧ ହଜାର ୭୭୩ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୪୧୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୧୧ ହଜାର ୩୪୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୮ ହଜାର ୧୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୫୯୦ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୫୯୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୯୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୨୭ ହଜାର ୬୮୩ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୯୧୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୬୨ ହଜାର ୭୩୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୧୩ ହଜାର ୨୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୮୬ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୦୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୯୫ ହଜାର ୧୪୭ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୫୨୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୨୯ ହଜାର ୧୧୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୧୪ ହଜାର ୫୦୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୭୯ ହଜାର ୧୭୯ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୩୨୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୧୧ ହଜାର ୨୯୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୦୪ ହଜାର ୧୪୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୧୧ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୧୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୬୬ ହଜାର ୫୯୫ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୧୬୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୯୨ ହଜାର ୯୦୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୨ ହଜାର ୫୨୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୬୪୫ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୬୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୦୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୫୦ ହଜାର ୨୮୪ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୯୯୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୭୫ ହଜାର ୯୫୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୩ ହଜାର ୩୩୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୨୨୨ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୨୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୨୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୧୩ ହଜାର ୬୩୯ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୭୯୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୫୬ ହଜାର ୬୫୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୪ ହଜାର ୧୯୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୩୯ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୩୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୩୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୧୩ ହଜାର ୪୧୭ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୫୭୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୧୬ ହଜାର ୯୫୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୫ ହଜାର ୪୪୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୩୪୬ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୩୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୯୫ ହଜାର ୨୭୮ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୩୩୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୧୬ ହଜାର ୯୫୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୮ ହଜାର ୮୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

 କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୮ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୬୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୭୪ ହଜାର ୯୩୨ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୧୧୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୯୭ ହଜାର ୨୭୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୭ ହଜାର ୫୪୬ ଆକ୍ଟିଭ୍‌ କେସ୍ ରହିଛି।