Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୭୫ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୭୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୦୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୫୬ ହଜାର ୮୪୫ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୮୫୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୭୫ ହଜାର ୯୫୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୩୧ ହଜାର ୩୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୫୦୫ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୫୦୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୪୦ ହଜାର ୪୭୦ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୬୪୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୪୬ ହଜାର ୮୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୪୩ ହଜାର ୯୫୩ ଆକ୍ଟିଭ୍‌ କେସ୍ ରହିଛି।