ଆଜିର ଖବର ଚିଲିକା: ପଞ୍ଚାୟତ କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଲେ ଶ୍ରମିକ, ଜଣେ ମୃତ ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକା ବ୍ଲକ ସୋରଣ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜବେଷ୍ଟସ ସେଡ୍ ନିର୍ମାଣ ବେଳେ ଅଘଟଣ ଘଟିଛି। ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…