ଆଜିର ଖବର ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ ଭୁବନେଶ୍ବର: ରାଜ୍ୟର ବିଜ୍ଞାନ, ଜ୍ୟୋତିର୍ବିଜ୍ଞାନ, ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ବିଜ୍ଞାନକୁ ଲୋକପ୍ରିୟ କରାଇବାରେ ପ୍ରମୁଖ ଭୂମିକା ନିଭାଉଥିବା ପଠାଣି ସାମନ୍ତ ପ୍ଲାନେଟାରିୟମର ନବୀକରଣ ପାଇଁ ସରକାର ଏକ…