ଜାତୀୟ ଖବର ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନିତ ଚାରି ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ ଭୁବନେଶ୍ବର: ଗଣତନ୍ତ୍ର ଦିବସ ପୂର୍ବରୁ ଆଜି ଘୋଷଣା ହୋଇଛି ରାଜ୍ୟର ସର୍ବୋଚ୍ଚ ବେସାମରିକ ପୁରସ୍କାର ପଦ୍ମଶ୍ରୀ। ଏଥିରେ ଓଡିଶାରୁ ଚାରି ଜଣ ଏହି ସମ୍ମାନ ପାଇବାକୁ ମନୋନିତ…