ଆଜିର ଖବର ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ ରଣପୁର/ନୟାଗଡ: ସିନ୍ଦୁରିଆ ଗ୍ରାମ ନିକଟସ୍ଥ ଏକ ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଯୁବକ ଜଣଙ୍କ ହେଉଛନ୍ତି ବରପଲ୍ଲୀ ଗ୍ରାମର ବିକାଶ ପ୍ରଧାନ (୨୨…