ଆଜିର ଖବର ଭାଷଣରେ ପରିବାରବାଦ ଉଲ୍ଲେଖ କରି ନିଜ ମନ୍ତ୍ରୀଙ୍କ ଉପରକୁ ଆକ୍ରମଣ କରିଛନ୍ତି ପ୍ରଧାନମନ୍ତ୍ରୀ: କଂଗ୍ରେସ ନୂଆଦିଲ୍ଲୀ: ଆଜି ଲାଲ କିଲ୍ଲାରେ ପ୍ରଧାନମନ୍ତ୍ରୀ ମୋଦୀ ଦୁର୍ନୀତି ଏବଂ ପରିବାରବାଦ ବିରୋଧରେ ନିର୍ଣ୍ଣାୟକ ଲଢେଇ ପାଇଁ ଆହ୍ଵାନ କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଂଗ୍ରେସ…