ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଉତ୍ତର ୨୪ ପରଗାନାର ବାରାସାତର ମଧ୍ୟମଗ୍ରାମ ଅଞ୍ଚଳରେ ଇଡି ଦ୍ୱାରା ସର୍ଚ୍ଚ ଅପରେସନ ଜାରି ରହିଛି। ବାଂଲାଦେଶୀ ଅନୁପ୍ରବେଶ ସହ ଜଡିତ ମନି ଲଣ୍ଡରିଂ…
ପଶ୍ଚିମବଙ୍ଗ
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମିତି ‘‘ରାଜ୍ୟଗୁଡ଼ିକରେ ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ’’ ଯୋଜନା ଅଧୀନରେ ଛତିଶଗଡ଼,…
ଭୁବନେଶ୍ବର: ଭାରତର ଅଧିକାଂଶ ରାଜ୍ୟରେ ଦୀପାବଳି ଅମାବାସ୍ୟାରେ ଦେବୀ ଲକ୍ଷ୍ମୀ ଏବଂ ଭଗବାନ ଗଣେଶଙ୍କୁ ପୂଜା କରାଯାଇଥାଏ। ହେଲେ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଆସାମରେ ଦେବୀ କାଳୀଙ୍କୁ ଏହି…
ନୂଆଦିଲ୍ଲୀ: ଓଡ଼ିଶା, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ଛତିଶଗଡ଼ର ଆଞ୍ଚଳିକ ବୈଠକ ଆସନ୍ତା ୨୦.୦୯.୨୦୨୪ (ଶୁକ୍ରବାର) ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଶ୍ରମ ସଂସ୍କାର,…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ପଶ୍ଚିମବଙ୍ଗର ସିଲିଗୁଡିସ୍ଥିତ ବାଗଡୋଗ୍ରାମ ବିମାନବନ୍ଦରରେ ୧୫୪୯ କୋଟି ଟଙ୍କା ବ୍ୟୟ ଅଟକଳରେ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ପଶ୍ଚିମବଙ୍ଗ ଲୋକଙ୍କ ଅପାର ଶ୍ରଦ୍ଧା ରହିଛି । ଭଗବାନ ଶ୍ରୀ ରାମଙ୍କ ପ୍ରସିଦ୍ଧ…
ନୂଆଦିଲ୍ଲୀ: ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ପଶ୍ଚିମବଙ୍ଗରେ ସାଧୁମାନଙ୍କୁ ମାଡ଼ ମାରିବା ଭିଡିଓକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ…
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଉତ୍ତର ୨୪ ପରଗାନାରେ ହୋଇଥିବା ଆକ୍ରମଣରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ସମ୍ପର୍କରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରାଜ୍ୟ ସରକାରଙ୍କଠାରୁ…
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ଆଉ ୩ମାସ ବାକି ଥିବାବେଳେ ଏପର୍ଯ୍ୟନ୍ତ ଇଣ୍ଡି ମେଣ୍ଟରେ ସିଟ୍ ବଣ୍ଟନ ନେଇ କୌଣସି ଆଲୋଚନା ହୋଇନାହିଁ । ପଶ୍ଚିମବଙ୍ଗରେ କଂଗ୍ରେସ-ଟିଏମସି, ବିହାରରେ…
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ପହଞ୍ଚିଛନ୍ତି। ସେ ରାତି ୧୧.୨୫ ରେ ଏୟାର ଇଣ୍ଡିଆ ବିମାନ ଯୋଗେ କୋଲକାତାରେ…
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନକୁ ଆଉ ମାତ୍ର କିଛିମାସ ବାକି ରହିଛି। ବିରୋଧୀ ଇଣ୍ଡି ମେଣ୍ଟ ମଧ୍ୟ ମୋଦି ସରକାରଙ୍କୁ ଟକ୍କର ଦେବା ପାଇଁ ପୂରା ପ୍ରୟାସ…
ମୁମ୍ବାଇ: ୨୦୨୪ ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ମେଣ୍ଟର ମୁକାବିଲା ପାଇଁ ଗଠିତ ୨୮ ଟି ଦଳର ‘INDIA’ ମେଣ୍ଟରେ ଆସନ ବଣ୍ଟନ…
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ଟିଏମସି-ବିଜେପି ବିରୋଧରେ ଲଢ଼େଇ ହେବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ପଷ୍ଟ କରିଛନ୍ତି। ଅପର ପକ୍ଷରେ ପଶ୍ଚିମବଙ୍ଗରେ କୌଣସି ଦଳ ସହ…
ନୂଆଦିଲ୍ଲୀ: ଇଣ୍ଡି ମେଣ୍ଟରେ ଆସନ ବଣ୍ଟନକୁ ନେଇ ବିବାଦ କମିବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଦିଲ୍ଲୀ, ପଞ୍ଜାବ, ୟୁପି ଓ ପଶ୍ଚିମବଙ୍ଗ ପରେ ଏବେ ବିହାରରେ ମଧ୍ୟ…
ନୂଆଦିଲ୍ଲୀ: ଅର୍ଥ ନେଇ ପ୍ରଶ୍ନ ପଚାରିବା ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା ସାଂସଦ ବରଖାସ୍ତ ହୋଇଛନ୍ତି। ସେବେଠାରୁ ପଶ୍ଚିମବଙ୍ଗ ରାଜନୀତି ସରଗରମ ହୋଇଛି। ଏହି…
ନୂଆଦିଲ୍ଲୀ: ଜାତୀୟ ମୂଲ୍ୟାୟନ ନିୟାମକ ପାରଖ ଦ୍ୱାରା ପ୍ରଥମ ଥର ପାଇଁ କରାଯାଇଥିବା ରାଜ୍ୟ ଶିକ୍ଷାଗତ ସଫଳତା ସର୍ବେକ୍ଷଣରେ ଓଡ଼ିଶା ସମେତ ଦିଲ୍ଲୀ, ପଶ୍ଚିମବଙ୍ଗ, ଛତିଶଗଡ଼ ଓ…
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଦକ୍ଷିଣ ପରଗାନା ଜିଲ୍ଲାରେ ଟିଏମସି ନେତାଙ୍କ ହତ୍ୟା ପରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣା ପରେ ଅନେକ ଘରେ ମଧ୍ୟ ନିଆଁ ଲଗାଯାଇଛି। ଏହି…
ଭୁବନେଶ୍ବର: ଭାରତର ଅଧିକାଂଶ ରାଜ୍ୟରେ ଦୀପାବଳି ଅମାବାସ୍ୟାରେ ଦେବୀ ଲକ୍ଷ୍ମୀ ଏବଂ ଭଗବାନ ଗଣେଶଙ୍କୁ ପୂଜା କରାଯାଇଥାଏ। ହେଲେ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଆସାମରେ ଦେବୀ କାଳୀଙ୍କୁ ଏହି…
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଅନେକ କୋଟି ଟଙ୍କାର ରାସନ ବଣ୍ଟନ ମାମଲା ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ମନ୍ତ୍ରୀ ଜ୍ୟୋତିପ୍ରିୟ ମଲିକ ଆଜି କୋର୍ଟରେ…
ନୂଆଦିଲ୍ଲୀ: ଗୋଟିଏ ପଟେ କେନ୍ଦ୍ରରେ କ୍ଷମତାରେ ଥିବା ଭାରତୀୟ ଜନତା ପାର୍ଟି ଦାବି କରୁଛି ଯେ, କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା ଉପରେ ତାଙ୍କର କୌଣସି ନିୟନ୍ତ୍ରଣ ନାହିଁ,…
ନୂଆଦିଲ୍ଲୀ: ଇଣ୍ଡିଆନ ନ୍ୟାସନାଲ ଡେଭଲପମେଣ୍ଟ ଇନକ୍ଲୁସିଭ୍ ଆଲାଏନ୍ସ (ଇଣ୍ଡିଆ) ସମୟ ସୀମା ଧାର୍ଯ୍ୟ କରି ଆସନ ବଣ୍ଟନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଘୋଷଣା କରିଥିବାବେଳେ ପଶ୍ଚିମବଙ୍ଗ ଓ…

