ଆଜିର ଖବର ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପର୍ବ’ ଉଦଘାଟିତ ଭୁବନେଶ୍ଵର: ଓଡ଼ିଶାର ସମୃଦ୍ଧ ରୋଷେଇ ଶୈଳୀ ଓ ପରମ୍ପରାକୁ ସମ୍ମାନ ଜଣାଇ ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପର୍ବ’ ଉଦଘାଟିତ ହୋଇଯାଇଛି। ପର୍ଯ୍ୟଟନ ବିଭାଗର…