ଆଜିର ଖବର ବାଣପୁର-ବାଲୁଗାଁ ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ତିନି ଗୁରୁତର ସୀତାରାମ ଅଗ୍ରୱାଲ ଚିଲିକା: ବାଣପୁର-ବାଲୁଗାଁ ବାଇପାସ ନିକଟ ପାରିକଂସାରୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ପ୍ରାଣ ଯାଇଥିବା ବେଳେ ଆଉଜଣେ…