ଆଜିର ଖବର ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲା: କଟକ ଫ୍ୟାମିଲି କୋର୍ଟରେ ହେବ ଶୁଣାଣି ନୂଆଦିଲ୍ଲୀ/ଭୁବନେଶ୍ଵର: ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାର ଶୁଣାଣି କଟକ ଫ୍ୟାମିଲି କୋର୍ଟରେ ହେବ। ଏହି ମାମଲାର ଶୁଣାଣି ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ହେବା ପାଇଁ ଅନୁଭବ…