ଜାତୀୟ ଖବର ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ ନୂଆଦିଲ୍ଲୀ: ପଶ୍ଚିମ ଏସିଆର ଘଟଣାକ୍ରମ ବିଷୟରେ ସରକାର ଗଣମାଧ୍ୟମକୁ ନିୟମିତ ଭାବରେ ସୂଚନା ଦେଉଛନ୍ତି। ଏହିକ୍ରମରେ ନୂଆଦିଲ୍ଲୀସ୍ଥିତ ନେସନାଲ ମିଡିଆ ସେଣ୍ଟରଠାରେ ଆଉ ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ…