ଜାତୀୟ ଖବର ପିଏମ୍-କିସାନ୍ର ୨୧ତମ କିସ୍ତି ଜାରି, କେନ୍ଦ୍ର କୃଷିମନ୍ତ୍ରୀଙ୍କ ପକ୍ଷରୁ ଚାଷୀଙ୍କୁ ୫୪୦ କୋଟିର ସହାୟତା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ( ପିଏମ୍-କିସାନ୍) ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯାଇଛି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର…