ଆଜିର ଖବର ଆଜି ପହିଲି ରଜ, ଓଡିଶାର ପୁରପଲ୍ଲୀରେ ଆନନ୍ଦ ଉଲ୍ଲାସରେ ପାଳିତ ହେବ ଏହି ଗଣ ପର୍ବ ଭୁବନେଶ୍ବର: ଆଜି ସାରା ଓଡିଶାରେ ବେଶ ଧୂମଧାମରେ ପାଳିତ ହେଉଛି ରଜ। ରଜଗୀତ ବୋଲି ଦୋଳିରେ ଝୁଲି ଝିଅମାନେ ଏହି ଉତ୍ସବକୁ ବେଶ୍ ଆନନ୍ଦର ସହ ପାଳନ…