ଆଜିର ଖବର ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ଅଧିକ କୋଚ୍ ସଂଯୋଗ ଭୁବନେଶ୍ୱର: ପୁରୀ ଏବଂ ରାଉରକେଲା ମଧ୍ୟରେ ଦ୍ରୁତ ଏବଂ ଅଧିକ ଆରାମଦାୟକ ରେଳ ଯାତ୍ରା ଉପଲବ୍ଧ କରାଇବା ପାଇଁ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ…