ବିଶେଷ ଖବର ପୁରୀ ସୁରଜମଲ ସାହା ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗ ଦେଇ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର…