ଆଜିର ଖବର ରବିବାର ଦିନ ଲାଗିବ ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କେତେବେଳେ ଅଛି ପାକ ତ୍ୟାଗ ଭୁବନେଶ୍ବର: ଚଳିତ ବର୍ଷର ଦ୍ବିତୀୟ ଚନ୍ଦ୍ର ଗ୍ରହଣ ସଂଗଠିତ ହେବାକୁ ଯାଉଛି। ଯାହା ସେପ୍ଟେମ୍ବର ୭ ତାରିଖ ରବିବାର ଦିନ ଲାଗିବ। ଏହି ଦିନ ହେଉଛି ଭାଦ୍ରବ…