ଜାତୀୟ ଖବର ବିହାରରରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ପୂର୍ଣ୍ଣିଆରେ ପ୍ରାୟ ୪୦,୦୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ…