ଜାତୀୟ ଖବର ଇ-୨୦ ପେଟ୍ରୋଲରେ କ୍ଲୋରାଇଡ୍ ଓ ଜଳୀୟ ବାଷ୍ପ ଅଛି?: ପରୀକ୍ଷଣରୁ ହେଲା ସ୍ପଷ୍ଟ ନୂଆଦିଲ୍ଲୀ: ଇବିଏମଏସ୍ (ଇ-୨୦ ପେଟ୍ରୋଲ୍) ରେ ଜଳୀୟବାଷ୍ପ ଓ କ୍ଲୋରାଇଡ୍ ଥିବା କେତେକ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇବା ପରେ, ତୈଳ ବିପଣନ କମ୍ପାନୀଗୁଡ଼ିକ ସମଗ୍ର ଦେଶରେ…